ଅଙ୍ଗନୱାଡ଼ି କେନ୍ଦ୍ରର ବିକାଶ ପାଇଁ ରାଜ୍ୟର ସମସ୍ତ ବିଧାୟକଙ୍କୁ ଚିଠି ଲେଖିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ଭୁବନେଶ୍ୱର, ମେ ୮: ରାଜ୍ୟରେ ମହିଳା ଓ ଶିଶୁ ବିକାଶ ଧାରାକୁ ଅଧିକ ବ୍ୟାପକ କରିବା ପାଇଁ ଏକ ବଡ଼ ପଦକ୍ଷେପ ସ୍ୱରୂପ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ରାଜ୍ୟର ସମସ୍ତ ନିର୍ବାଚନମଣ୍ଡଳୀର ବିଧାୟକମାନଙ୍କୁ ପତ୍ର ଲେଖିଛନ୍ତି। ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଭାବରେ ସେ…