କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ଦାସ
ଏମକେସିଜି ମେଡିକାଲ୍ କଲେଜ୍, ଭିମ୍ସାରରେ କୋଭିଡ୍-୧୯ ପରୀକ୍ଷା କେନ୍ଦ୍ର ପାଇଁ ଦାବି
ଭେଣ୍ଟିଲେଟର, ପିପିଇ, ମାସ୍କ ଓ ସାନିଟାଇଜର ଭଳି ସାମଗ୍ରୀ ଯୋଗାଣ ଉପରେ ଗୁରୁତ୍ୱ
ଭୁବନେଶ୍ୱର (ଶାସକ ପ୍ରଶାସକ) : ସରକାର ରାଜ୍ୟରେ କରୋନା ଭୂତାଣୁ ସଂକ୍ରମଣ କୋଭିଡ୍-୧୯ ପ୍ରତିରୋଧ କ୍ଷେତ୍ରରେ…