ପୋଲିସ ବାହିନୀଙ୍କୁ ଚା, ବିସ୍କୁଟ୍ ବାଣ୍ଟିଲେ “ସୁରଘୁଙ୍ଗୁର”ର କର୍ମକର୍ତ୍ତା
ରେଢାଖୋଲ ଉପଖଣ୍ଡ ପ୍ରତିନିଧି ଯଶୋବନ୍ତ ନାରାୟଣ ସାହୁ: କରୋନା ଭୂତାଣୁର ସଂକ୍ରମଣରୁ ରୋକିବା ଲାଗି ସାରା ଦେଶରେ ୨୧ଦିନିଆ ଲକ୍ଡାଉନ ଘୋଷଣା କରାଯାଇଛି। ଫଳରେ ଦୋକାନ, ବଜାର ସବୁ ବନ୍ଦ ରହିଛି। ଏହି ସମୟରେ ଜନସାଧାରଣଙ୍କୁ ଘରେ ରହିବାକୁ ନିବେଦନ କରାଯାଇଥିବାବେଳେ ପୋଲିସ, ଡାକ୍ତର,…