“ଦୋଳ ଉତ୍ସବ” ଉଦଯାପିତ : ମୁଖ୍ୟ ଆକର୍ଷଣ କୁନି କୁନି ପିଲାଙ୍କ ରାଧାକୃଷ୍ଣ ବେଶ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଦୋଳ ଉତ୍ସବ ଓ ଦୋଳବନ୍ଧ ଉନ୍ନୟନ କମିଟି ଏବଂ ଜିଲ୍ଲା ସଂସ୍କୃତି ପରିଷଦ ମିଳିତ ଆନୁକୂୂଲ୍ୟରେ ଦୋଳବନ୍ଧ ନିକଟ ଦୋଳମଣ୍ଡପ ଠାରେଦୀର୍ଘ ୬ ଦିନ ଧରି ଚାଲିଥିବା ଦୋଳ ଉତ୍ସବ ଉଦଯାପିତ ହୋଇଯାଇଛି।…