ମହିଳାଙ୍କୁ ଅସଦାଚରଣ କରି ଲହୁଲୁହାଣ କରିବା ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ମହିଳାଙ୍କୁ ଅକାରଣରେ ଅସଦାଚରଣ କରି ପରେ ମାଡ଼ ମାରି ଲହୁଲୁହାଣ କରିବା ଭଳି ଗମ୍ଭୀର ମାମଲାର ଶୁଣାଣି କରି ଆଜି ଗଜପତି ଜିଲ୍ଲା ପାରଳାଖେମୁଣ୍ଡିର ବରିଷ୍ଠ ଦେୱାନି ବିଚାରପତି ତଥା ସହକାରୀ ଦୌରା ଜଜ୍ (ମହିଳା ଅଦାଲତ) ଶ୍ରୀମତୀ ରଶ୍ମିତା ସାହୁ…