ସୁବ୍ରତ ଦାସଙ୍କୁ ପୁଣି ମିଳିଲା ଅନ୍ତର୍ଜାତୀୟ ଯୁବ ପୁରସ୍କାର।
ବାରିପଦା,(ଦିଲ୍ଲୀପ ମହାନ୍ତି): ସେବା ହିଁ ପରମ ଧର୍ମ। ଜଣେ ନିଷ୍ଠା ଓ ଆନ୍ତରିକତା ଭାବେ କୋୖଣସି କାମ କଲେ ତାହା ବିଫଳ ଯାଇନି। ଏହାର ଏକ ଜ୍ୱଳନ୍ତ ଉଧାହରଣ ପାଲଟିଛନ୍ତି ବାରିପଦା ସ୍ଥିତ (ତଖତପୁର ଅଞ୍ଚଳର) ପିତା ଦିଲ୍ଲୀପ କୁମାର ଦାସ ଓ ମାତା ଭାରତୀ ଦାସ ଙ୍କ ସୁପୁତ୍ର ସୁବ୍ରତ କୁମାର ଦାସ।…