ସେଞ୍ଚୁରିଅନ ବିଶ୍ବବିଦ୍ୟାଳୟର ବାର୍ଷିକ ଉତ୍ସବ ଗଜଜ୍ୟୋତି-୨୦୨୦ ର ପ୍ରଥମ ଦିବସ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସେଞ୍ଚୁରିଅନ୍ ବିଶ୍ବବିଦ୍ୟାଳୟର ବାର୍ଷିକ ଉତ୍ସବ ଗଜଜ୍ୟୋତି-୨୦୨୦ ତିନିଦିନିଆ ଉତ୍ସବ କାର୍ଯ୍ୟକ୍ରମ ରବିବାର ଦିନ ଉଦ୍ ଘାଟିତ ହୋଇଯାଇଛି । ଏହି ବାର୍ଷିକ ଉତ୍ସବ ଗଜଜ୍ୟୋତି-୨୦୨୦ରେ ବିଶ୍ୱବିଦ୍ୟାଳୟର ବିଭିନ୍ନ ବିଭାଗର ପ୍ରଦର୍ଶନୀ ପ୍ରଜ୍ଞାପନ ମେଢ…