ଡିଜିଟାଲ୍ ପ୍ଲାଟଫର୍ମରେ ୩୦ ସେକେଣ୍ଡରେ ୫୦ ହଜାର ଟଙ୍କାର ଋଣ ଉପଲବ୍ଧ – ଧର୍ମେନ୍ଦ୍ର ପ୍ରଧାନ
ଏସବିଆଇ ଗ୍ରାହକ ମେଳା କ୍ୟାମ୍ପର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର– ମୋଦି ସରକାର ବ୍ୟାଙ୍କ କ୍ଷେତ୍ରରେ ବଡ ପରିବର୍ତନ କରିଥିବା ବେଳେ ଭାରତୀୟ ବ୍ୟାଙ୍କ୍ ଗୁଡିକ ଗରିବ ଲୋକଙ୍କର ସାଥୀ ହୋଇପାରିଛି । ବର୍ତମାନ ବ୍ୟାଙ୍କ୍ ଖାତା, ତିନି ମାସର ସକ୍ରିୟତା, ଆଧାର ନମ୍ବର ଓ ଟେଲିଫୋନ…