କୃଷ୍ଣ ବଳରାମଙ୍କ ଶରଣରେ କାଳୀ ନାଗ, ମର୍ମାହତ କଂସ ଡାକିଲେ ରଙ୍ଗସଭା
ରାଜ ବୋଡାସମ୍ବର ଧନୁଯାତ୍ରା ମହୋତ୍ସବର ପଞ୍ଚମ ରଜନୀ
ପଦ୍ମପୁର,(ଶାସକ ପ୍ରଶାସକ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ଗୋଇବାହାଲି ଠାରେ ଚତୁର୍ଥ ରାଜ ବୋଡାସମ୍ବର ଧନୁଯାତ୍ରା ମହୋତ୍ସବ ଆଜି ମଙ୍ଗଳବାର ଦିନ ପଞ୍ଚମ ରଜନୀ ଅନୁଷ୍ଠିତ ହୋଇଥିଲା। ରାଜ ବୋଡାସମ୍ବର ଧନୁଯାତ୍ରା ମହୋତ୍ସବରେ କାଳି…