5 ରାଜ୍ୟରେ ନୂଆ ରାଜ୍ୟପାଳ
ନୂଆଦିଲ୍ଲୀ : ୫ ରାଜ୍ୟ ପାଇଁ ନୂଆ ରାଜ୍ୟପାଳ ନିଯୁକ୍ତ କରିଛନ୍ତି ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ । ବରିଷ୍ଠ ବିଜେପି ନେତା ବି ଦତ୍ତାତ୍ରୟଙ୍କୁ ହିମାଚଳପ୍ରଦେଶ ରାଜ୍ୟପାଳ ଭାବେ ନିଯୁକ୍ତି ମିଲିଥୁବା ବେଳେ କଲରାଜ ମିଶ୍ରଙ୍କୁ ରାଜସ୍ଥାନ ରାଜ୍ୟପାଳ ଭାବେ ଦାୟିତ୍ୱ ମିଳିଛି ।…