ଓଡ଼ଗାଁରେ ଜିଲ୍ଲା ସ୍ତରୀୟ ‘ବିକଶିତ ଭାରତ ଯୁବ ସଂସଦ–୨୦୨୬’ ଅନୁଷ୍ଠିତ
ଜରୁରୀକାଳୀନ ପରିସ୍ଥିତିର ୫୦ ବର୍ଷ ପରେ ଭବିଷ୍ୟତ ଭାରତ ଉପରେ ଚର୍ଚ୍ଚା
ଓଡ଼ଗାଁ, ୧।୩(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲାର ଓଡ଼ଗାଁ ରଘୁନାଥ ସମବାୟ ମହାବିଦ୍ୟାଳୟ ସଭାଗୃହରେ ଜିଲ୍ଲା ସ୍ତରୀୟ ‘ବିକଶିତ ଭାରତ ଯୁବ ସଂସଦ–୨୦୨୬’ ଅବସରରେ “ଜରୁରୀକାଳୀନ ପରିସ୍ଥିତିର ୫୦ ବର୍ଷ ପରେ ଆମ…