୩୧ତମ ଜିଲ୍ଲାସ୍ତରୀୟ ସଡକ ସୁରକ୍ଷା ସପ୍ତାହ : ଜନସାଧାରଣଙ୍କୁ ସଚେତନତା ଉଦ୍ଦେଶ୍ୟରେ ବାଇକ୍ ଶୋଭାଯାତ୍ରା
http://www.youtube.com/watch?v=9hqPoEgrU-8
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଆଦର୍ଶ ଥାନା ପରିସରରୁ ଜିଲ୍ଲା ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ୩୧ ତମ ସଡକ ସୁରକ୍ଷା ସପ୍ତାହ ପାଳନ ଅବସରରେ ଜନସାଧାରଣଙ୍କୁ ସଚେତନତା…