ବୀରମହାରାଜପୁର ଗାଡିଚାଲକ ସଂଘ ପକ୍ଷରୁ ସଡ଼କ ସୁରକ୍ଷା ସପ୍ତାହ ପାଳନ ।
ବୀରମହାରାଜପୁର -( ଉପଖଣ୍ଡ ପ୍ରତିନିଧି ବିନୋଦ ପାଣ୍ଡେ ) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଗାଡିଚାଲକ ସଂଘ ପକ୍ଷରୁ ଆଜି ସଡକ ସୁରକ୍ଷା ସପ୍ତାହ ପାଳନ ହୋଇଯାଇଛି । ବୀରମହାରାଜପୁର ଉପଜିଲ୍ଲାପାଳ କାଯ୍ୟାଲୟ ଠାରୁ ଏକ ସଚେତନତା ରାଲି ବାହାରି ସହର ପରିକ୍ରମା କରି ବସଷ୍ଟାଣ୍ଡ ଠାରେ ପହଞ୍ଚି…