ସ୍ନାତକ ମହିଳା ମହାବିଦ୍ୟାଳୟରେ କ୍ରାନ୍ତି ଦିବସ ପାଳିତ
ପାରଳାଖେମୁଣ୍ଡି/ ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ସ୍ନାତକ ମହିଳା ମହାବିଦ୍ୟାଳୟ ପରିସରରେ କ୍ରାନ୍ତି ସପ୍ତାହ ଏବଂ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ୧୫୦ ତମ ଜୟନ୍ତୀ ମହାବିଦ୍ୟାଳୟ ପକ୍ଷରୁ ପାଳିତ ହୋଇଯାଇଛି । ଏହି ଅବସରରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଡ଼ଃ ରୀନା…