ଜିଲ୍ଲାସ୍ତରୀୟ ଜନ୍ମଗତ ପାଦ ବିକୃତି ଚିହ୍ନଟିକରଣ ଓ ଅସ୍ତ୍ରୋପଚାର ଶିବିର
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଜିଲ୍ଲା ସ୍ତରୀୟ ଜନ୍ମଗତ ପାଦ ବିକୃତି ଚିହ୍ନଟିକରଣ ଓ ଅସ୍ତ୍ରୋପଚାର ଶିବିର-୨୦୨୦ କାର୍ଯ୍ୟକ୍ରମ ୩ ଦିନିଆ ଉଦ୍ ଘାଟିତ ହୋଇଯାଇଛି ।
ଗଜପତି ଜିଲ୍ଲା ପ୍ରଶାସନ , ଜିଲ୍ଲା ସାମାଜିକ…