ଖୋରଧା ଜିଲ୍ଲା ପ୍ରେସ କ୍ଲବ ର ନିର୍ଵାଚନ,ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ
ଖୋର୍ଦ୍ଧାରୁ (ସେକ ଜାଫର ): ଖୋରଧା - ୨/୫- ବହୁ ପ୍ରତୀକ୍ଷିତ ଖୋରଧା ଜିଲ୍ଲା ପ୍ରେସ କ୍ଲବ ର କର୍ମକର୍ତ୍ତା ନିର୍ବାଚନ ଶେଷ ହୋଇଛି l ଆଜି ଅନୁଷ୍ଠିତ ଏହି ନିର୍ବାଚନ ରେ ସଭାପତି ପଦବୀ ନିମନ୍ତେ ତପନ କୁମାର ନାୟକ ଏବଂ ଶୁଭ୍ରାଂଶୁ ରଞ୍ଜନ ସମାନ୍ତରାୟ ପ୍ରତିଦ୍ୱନ୍ଦିତା କରିଥିବା ବେଳେ ତପନ…