ଭକ୍ତି ସଙ୍ଗୀତ ସଂସଦ ପରିଚାଳିତ ସଂଗୀତ ବିଦ୍ୟାଳୟର ବାର୍ଷିକ ଉତ୍ସବ –୨୦୧୯
http://www.youtube.com/watch?v=BWZ-crOA5uM&t=32s
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଭକ୍ତି ସଙ୍ଗୀତ ସଂସଦ ର ପରିଚାଳିତ ସଙ୍ଗୀତ ବିଦ୍ୟାଳୟର ବାର୍ଷିକ ଉତ୍ସବ ସ୍ଥାନୀୟ ଗୌରହରି ପାଠାଗାର ଠାରେ ପାଳିତ ହୋଇଯାଇଛି।…