ଗାୟତ୍ରୀ ବିଦ୍ୟାମନ୍ଦିର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ :ବିଫଳତା ସଫଳତାର ଚାବିକାଠି
ଓଡ଼ଗାଁ,(ଶ୍ରୀକାନ୍ତ ମିଶ୍ର) /: ଗାୟତ୍ରୀ ବିଦ୍ୟା ମନ୍ଦିର ମଶାବାରୀରେ ୩ଦିନ ଧରି ଚାଲିଥିବା ବାର୍ଷିକ କ୍ରିଡ଼ା ମଙ୍ଗଳ ବାର ଦିନ ଉଦଯାପିତ ହୋଇଯାଇଛି । ଅଧିକ୍ଷ ବିରେନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଯାପନୀ ସଭାରେ ପନ୍ତିଖାରୀ ଗ୍ରାମ ପଂଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ…