ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କୁ ମାଛ ଚାଷ ସମ୍ପର୍କିତ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର
ଏକ୍ସପୋଜର ଭିଜିଟରେ ଗଲେ କିଡିଗାଁ ଗ୍ରାମର ମାଛ ଚାଷ ହୋଇଥିବା ପୋଖରୀକୁ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ମିଶନ ଶକ୍ତି ଅଧିନସ୍ତ-ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କ ଦ୍ୱାରା ଗ୍ରାମ ପଞ୍ଚାୟତ ପୋଖରୀରେ ମାଛଚାଷ ସମ୍ପର୍କିତ ବ୍ଲକ ସ୍ତରୀୟ ଦୁଇଦିନିଆ ପ୍ରଶିକ୍ଷଣ…