ନେହେରୁ ଯୁବକେନ୍ଦ୍ର ପକ୍ଷରୁ ପଲିଥିନ ବର୍ଜ୍ଜନ ପାଇଁ ସଚେତନତା କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି/ ବାଳକୃଷ୍ଣ ପାଣିଗ୍ରାହୀ :ପାରଳାଖେମୁଣ୍ଡି ସହର ଉପକଣ୍ଠରେ ଥିବା ରାମଲିଙ୍ଗେଶ୍ୱର ମନ୍ଦିର ପରିସରରେ ପଲିଥିନ ବର୍ଜନ ଓ ସୁସ୍ଥ ପରିବେଷ ସମ୍ପର୍କରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ନେହୁରୁ ଯୁବ କେନ୍ଦ୍ରର ଜିଲ୍ଲା ସଂଯୋଜକ ବିଜୟ କୁମାର…