ଓଏଏଲପି ଚୁକ୍ତି ସ୍ୱାକ୍ଷର ଉର୍ଜା ଓ ପେଟ୍ରୋଲିୟମ କ୍ଷେତ୍ରରେ ଏକ ବୃହତ ପଦକ୍ଷେପ – ଧର୍ମେନ୍ଦ୍ର ପ୍ରଧାନ
ଓଏଏଲପି ଦ୍ୱାରା ଆବଂଟିତ ୩୨ ବ୍ଲକ ପାଇଁ ପଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାୟର ଚୁକ୍ତି ସାକ୍ଷର
ନୂଆଦିଲ୍ଲୀ/ଭୁବନେଶ୍ୱର– କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରାଳୟ ଓପନ୍ ଏକ୍ରେଜ୍ ଲାଇନସେସିଂ ପ୍ରୋଗ୍ରାମ (ଓଏଏଲ୍ପି)…