“ଗୃହ ବିଭାଗ ମୁଖ୍ୟମନ୍ତ୍ରୀଙ୍କ ଅଧୀନ, ଦୁଷ୍କର୍ମ ହତ୍ୟା ପାଇଁ ଦାୟୀ କିଏ?”
ତାରିଣୀଗଡଠାରେ ଘଟିଥିବା ଲୋମହର୍ଷଣକାରୀ ଦୁଷ୍କର୍ମ ଓ ହତ୍ଯା ଘଟଣାକୁ ନେଇ ଓପିସିସି ସଭାପତି ଶ୍ରୀଯୁକ୍ତ ଭକ୍ତ ଚରଣ ଦାସଙ୍କ ପ୍ରେସ ବିବୃତି
ଓଡିଶା ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀଯୁକ୍ତ ଭକ୍ତ ଚରଣ ଦାସ ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ କୋଲର ପଞ୍ଚାୟତର ଛାତ୍ରୀ ଲିଟିଲ…