ମୁମ୍ବାଇରେ ପାଳିତ ହେଲା ରଥଯାତ୍ରା
ମୁମ୍ବାଇ, (ଶାସକ ପ୍ରଶାସକ) : ମୁମ୍ବାଇରେ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି । ନାଭି ମୁମ୍ବାଇର ଖରଘର ସେକ୍ଟର ୩, ବାଲାଜି ଆଙ୍ଗନସ୍ଥିତ ମନ୍ଦିରରୁ ଶ୍ରୀଜିଉଙ୍କ ରଥ ବାହାରି ସେକ୍ଟର ୧୨ସ୍ଥିତ ଶିବ ମନ୍ଦିର ନିକଟ ଗୁଣ୍ଡିଚା ମନ୍ଦିରକୁ ଯାତ୍ରା ହୋଇଥିଲା । ଜୟ ଜଗନ୍ନାଥ ଲୋକତରଣ ଟ୍ରଷ୍ଟ…