ବାହାରିଲା ରଥ: ୩ ମାସ ଧରି ବର୍ଷାଦିନିଆ ରୋଗସଂପର୍କରେ ଚାଲିବ ସଚେତନତା
ଭୁବନେଶ୍ୱର: ମ୍ୟାଲେରିଆ,ଡେଙ୍ଗୁ ଓ ଡାଇରିଆ ଭଳି ଭେକ୍ଟର ଓ ଜଳବାହିତ ରୋଗ ସଂପର୍କରେ ଲୋକଙ୍କୁ ସଚେତନ କରିବା ନିମନ୍ତେ ଆଜିଠାରୁ ସଚେତନତା ରଥ ବାହାରିଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଡାଃ ପ୍ରମୋଦ କୁମାର ମେହେର୍ଦ୍ଦା ଏହି ସଚେତନତା ରଥର ଶୁଭାରମ୍ଭ…