ମୟୂରଭଞ୍ଜ ବାରିପଦା ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ: ସମସ୍ତ କାର୍ଯ୍ୟକ୍ରମ ସୂଚାରୁ ରୂପେ ସଂପାଦକ କରାଯିବା ଉପରେ…
ବାରିପଦା-(ଦିଲ୍ଲୀପ ମହାନ୍ତି) ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦା ରଥଯାତ୍ରା ପାଳନ ଉପଲକ୍ଷେ ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ତତ୍ୱବଧାନରେ ବାରିପଦା ଦେବତର ବିଭାଗ ପକ୍ଷରୁ ତା.୦୪.୦୬.୨୦୧୯ ରିଖ ପୂର୍ବାହ୍ନରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ରଥଯାତ୍ରା ସମନ୍ୱୟ କମିଟିର…