ନୂଆଦିଲ୍ଲୀରେ ଓଡ଼ିଶା, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଏବଂ ଆସାମର ହସ୍ତତନ୍ତ ଓ ହସ୍ତଶିଳ୍ପ ପ୍ରଦର୍ଶନୀ ଉଦଘାଟିତ
ଶିଳ୍ପୀ ଓ ବୁଣାକାରମାନେ ସମୃଦ୍ଧ ଭାରତୀୟ ସଂସ୍କୃତିର ପ୍ରତୀକ - ଧର୍ମେନ୍ଦ୍ର ପ୍ରଧାନ
• ପୂର୍ବ ଭାରତର ବିକାଶ ପାଇଁ ପ୍ରଧାନମନ୍ତ୍ରୀଙ୍କ ପୂର୍ବୋଦୟ ମିଶନ ଯୁଗାନ୍ତକାରୀ ପଦକ୍ଷେପ
• ଆତ୍ମନିର୍ଭର ଭାରତ ଗଠନରେ ବୁଣାକାରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ
• ଓଡ଼ିଶାର ସମ୍ବଲପୁରୀ…