ବିଜେଡି ଛାଡ଼ି ବିଜେପିରେ ସାମିଲ ହେଲେ ନୂଆପଡ଼ା ଏନ୍‌ଏସି ଚେୟାରମ୍ୟାନ ଆଦମ୍ ଖାନ

 ଅଧ୍ୟକ୍ଷଙ୍କ ସମତେ ୮ କାଉନ୍‌ସିଲର ଓ ଏନ୍‌ଏସିର ବହୁ ସଦସ୍ୟ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗଦେଲେ ନୂଆପଡ଼ା/ଭୁବନେଶ୍ୱର, ତା.୨୪/୦୨: ବିଜେପି ହେଉଛି ବିଶ୍ୱର ସବୁଠାରୁ ବଡ଼ ରାଜନୈତିକ ଦଳ। ଦେଶର ୨୧ ରାଜ୍ୟରେ ବିଜେପି ଏବଂ ଏନ୍‌ଡିଏ ସରକାର ଅଛି। ସାଂସଦ, ବିଧାୟକଙ୍କଠାରୁ ଆରମ୍ଭ କରି…

ଟେରାକୋଟା କୃତି ପ୍ରସ୍ତୁତିରେ ବିଶ୍ଵ ରେକର୍ଡ଼: ପୂର୍ବ ରେକର୍ଡ଼କୁ ଭାଙ୍ଗିଲେ ୭ ଜଣ ଟେରାକୋଟା କାରିଗର

ଏକ ଘଣ୍ଟାରେ ୩୧୦ ଟି ଗ୍ଳାସ୍ ପ୍ରସ୍ତୁତ କରି ରେକର୍ଡ଼ କଲେ ବରଗଡ଼ର ସେବକ ରଣା ଭୁବନେଶ୍ୱର, ତା୨୪ /୨ /୨୦୨୬ : ଟେରାକୋଟା କୃତି ପ୍ରସ୍ତୁତିରେ ବିଶ୍ଵ ରେକର୍ଡ଼ କରିଛି ଓଡ଼ିଶା । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଆୟୋଜିତ “ଭବ୍ୟ ଟେରାକୋଟା କୃତି ପ୍ରସ୍ତୁତି” ପ୍ରତିଯୋଗିତାରେ…

୨୦୨୬-୨୭ ବର୍ଷ ପାଇଁ ଲୋକାଭିମୁଖୀ ବଜେଟ: ଝାରସୁଗୁଡ଼ା, ବଲାଙ୍ଗୀର ଓ ପିପିଲିରୁ ଜନସାଧାରଣ ଆସି ମୁଖ୍ୟମନ୍ତ୍ରୀଙ୍କୁ…

ଉପକୂଳରୁ ପଶ୍ଚିମାଞ୍ଚଳ ସମସ୍ତଙ୍କ ପାଇଁ ଖୁସି ଆଣିଛି ବଜେଟ୍ ଭୁବନେଶ୍ୱର,୨୪ ଫେବୃଆରୀ ୨୦୨୬: ଆଜି ସନ୍ଧ୍ୟାରେ ଭୁବନେଶ୍ୱର ରାଜ୍ୟ ଅତିଥିଭବନ ଠାରେ ଝାରସୁଗୁଡ଼ା, ପୁରୀ ଜିଲ୍ଲାର ପିପିଲି ଏବଂ ବଲାଙ୍ଗୀର ଜିଲ୍ଲାରୁ ପ୍ରାୟ ଏକ ହଜାରରୁ ଉର୍ଦ୍ଧ୍ୱ ଜନସାଧାରଣ ଆସି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…

ବାଲ୍ୟ ବିବାହ ନିଷେଧ ସମ୍ପର୍କିତ ସଚେତନତା

ଜଗତସିଂହପୁର,ତା-୨୪. ୦୨. ୨୦୨୬/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲା ଆଇନ ସେବା ପ୍ରାଧୀକରଣର ତରଫରୁ ଜିଲ୍ଲା ଓ ଦୌରା ଜଜ୍ ତଥା ପ୍ରାଧିକରଣ ଅଧ୍ଯକ୍ଷ ଶ୍ରୀ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍ଭାବନା ସଭାଗୃହରେ ଜାତୀୟ ଆଇନ ସେବା…

ମାର୍ଚ୍ଚ ୧ରେ ନୟାଗଡ଼ ଜିଲ୍ଲା “ବିକଶିତ ଭାରତ ଯୁବ ସଂସଦ” କାର୍ଯ୍ୟକ୍ରମ

ଓଡ଼ଗାଁ, ୨୪।୨(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ରଘୁନାଥ ସମବାୟ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷ ପରିସରରେ ଜାତୀୟ ସେବା ଯୋଜନା ୟୁନିଟ୍ ପକ୍ଷରୁ ଜିଲ୍ଲାସ୍ତରୀୟ ବିକଶିତ ଭାରତ ଯୁବ ସଂସଦ କାର୍ଯ୍ୟକ୍ରମ ନିମନ୍ତେ ମଙ୍ଗଳବାର ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।…

ସ୍ୱାଧୀନତା ସଂଗ୍ରାମୀ ପୂର୍ଣ୍ଣଚନ୍ଦ୍ର ଦାସଙ୍କୁ ଶ୍ରଦ୍ଧାଞ୍ଜଳି

ଓଡ଼ଗାଁ,୨୪।୨(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ପୂର୍ଣ୍ଣଚନ୍ଦ୍ର ଦାସଙ୍କ ଏକାଦଶାହ ଅବସରରେ ଓଡ଼ଗାଁ କଲ୍ୟାଣ ମଣ୍ଡପରେ କମ୍ରେଡ ବିଶ୍ୱନାଥ ମହାପାତ୍ରଙ୍କ ସଭାପତିତ୍ୱରେ ସ୍ମୃତି ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ବନ୍ଧୁ–ପରିଜନ, ସ୍ଥାନୀୟ…

ଜାରି ରହିଛି ବେଆଇନ ମାଙ୍କଡା ଚାଲାଣ : ଟ୍ରକ୍, ଟ୍ରାକ୍ଟର ଜବତ

ଓଡ଼ଗାଁ, ୨୪।୨ (ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ପୋଲିସ ସୋମବାର ରାତିରେ ପାଟ୍ରୋଲିଂ କରୁଥିବା ବେଳେ ମଙ୍ଗଳବାର ପ୍ରଭାତ ସମୟରେ ରବି ଗାଡ଼ିଆ ପଞ୍ଚାୟତ ବଳଭଦ୍ରପୁରରୁ ଓଡି ୦୨ ବିକେ ୫୭୫୭ ମାଙ୍କଡ଼ା ପଥର ବୋଝେଇ ଟ୍ରକକୁ ଜବତ କରିଥିଲେ । ସେହିପରି ଓଡି ୫ଜି ୭୮୬୭…

ସୁଭଦ୍ରା ଶକ୍ତି ମେଳା ଷଷ୍ଠ ଦିନରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ

https://youtu.be/ToWFT4irz0I ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଚାଲୁଥିବା ଜିଲ୍ଲାସ୍ତରୀୟ ସୁଭଦ୍ରା ଶକ୍ତି ମେଳା ଷଷ୍ଠ ଦିନରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସମ୍ମାନିତ…

ନିଜ ଭାଷାରେ ପାଠ ପଢ଼ିବେ ଶିଶୁ, ଦୂର ହେବ ମାନସିକ ସଂକୋଚ: କେନ୍ଦୁଝରରେ ‘ଆମେ ପଢ଼ିବା ଆମ ଭାଷାରେ’…

​କେନ୍ଦୁଝର,ତା୨୪/୨- ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଶିଶୁମାନଙ୍କୁ ସେମାନଙ୍କ ମାତୃଭାଷାରେ ପ୍ରାରମ୍ଭିକ ଶିକ୍ଷା ପ୍ରଦାନ କରିବା ପାଇଁ ଏକ ଅଭିନବ ପ୍ରୟାସ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଆଜି କେନ୍ଦୁଝର ସଦର ବ୍ଲକ ସଭାଗୃହଠାରେ "ଆମେ ପଢ଼ିବା ଆମ ଭାଷାରେ"…

ସୁଭଦ୍ରା ଶକ୍ତି ମେଳା ଉପଲକ୍ଷେ ସାମ୍ବାଦିକ ସମ୍ମିଳନୀ

ନବରଙ୍ଗପୁର ତା ୨୪.୨.୨୦୨୬:ଅଶୋକ ସାହୁ,ନବରଙ୍ଗପୁର ଜିଲ୍ଲା ସଦର ମହକୁମା ପୋଲିସ ପଡିଆ ଠାରେ ସୁଭଦ୍ରା ଶକ୍ତି ମେଳା ଆସନ୍ତା ୨୫ ୨.୨୦୨୬ ଠାରୁ ଶୁଭାରମ୍ଭ ହୋଇ ୩.୩.୨୦୨୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।ଏହି ଅବସରରେ ଆଜି ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ବର…