ଧର୍ମଶାଳା ମହିଳା ପିଇଓଙ୍କ ସନ୍ଦେହହଜନକ ମୃତ୍ୟୁ ପ୍ରସଙ୍ଗ : ସରଜମିନ ତଦନ୍ତ କରିବ ଉଚ୍ଚସ୍ତରୀୟ ବିଜେପି ପ୍ରତିନିଧୀ…
ଭୁବନେଶ୍ୱର: ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ହରିଦାସପୁର ପଂଚାୟତ ନିର୍ବାହୀ ଅଧିକାରୀ ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହହଜନକ ମୃତ୍ୟୁ ହୋଇଛି । ସରକାରୀ କାର୍ଯ୍ୟରେ ଯାଇଥିବା ସ୍ମିତାରାଣୀଙ୍କର ମୃତ ଦେହ ହରିଦାସପୁର ପଂଚାୟତ ସରପଂଚଙ୍କ ସ୍ୱାମୀ ରୂପେଶ ଭଦ୍ରଙ୍କ ଗେଷ୍ଟ ହାଉସରୁ ବାହାରିଛି ।…