ଗାନ୍ଧି ବିଚାର ଆଜି ରହିଛି, କାଲିକି ମଧ୍ୟ ରହିବ ।
କଂଗ୍ରେସ ଭବନରେ ବୁଦ୍ଧିଜୀବୀ ସମାବେଶ
ଭୁବନେଶ୍ୱର(ଶାସକ ପ୍ରଶାସକ) – ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ଓଡିଶା ପ୍ରଦେଶ କଂଗ୍ରେସ ପକ୍ଷରୁ ଆଜି ପୂର୍ବାହ୍ନରେ କଂଗ୍ରେସ ଭବନ ଠାରେ ଏକ ବୁଦ୍ଧିଜୀବୀ ସମାବେଶ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ…