ମହେନ୍ଦ୍ରଗିରିରେ ଇକୋ ଆଡଭେଞ୍ଚର ଫେଷ୍ଟ -୨୦୨୬ ଉଦଘାଟିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାସ୍ଥିତ ମହେନ୍ଦ୍ରଗିରି ଠାରେ ମହେନ୍ଦ୍ରଗିରି ଇକୋ ଆଡଭେଞ୍ଚର ଫେଷ୍ଟ - ୨୦୨୬'ର ଶୁଭାରମ୍ଭ ହୋଇଛି। ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଏହି ଦୁଇ ଦିନିଆ ମହୋତ୍ସବକୁ ଉଦଘାଟନ କରିଛନ୍ତି। ମହେନ୍ଦ୍ରଗିରିକୁ ରାଜ୍ୟର ଏକ…