– ଗ୍ରାମାଞ୍ଚଳର ବିକାଶ ଓ ମହିଳା ସଶକ୍ତିକରଣ ହିଁ ସରକାରଙ୍କ ମୁଖ୍ୟ ଲକ୍ଷ୍ୟ: ବିଧାୟକ ଟଙ୍କଧର ତ୍ରିପାଠୀ
ଝାରସୁଗୁଡ଼ା ଜିଲ୍ଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ
ଝାରସୁଗୁଡ଼ା, ୨୪/୦୪ : ଜିଲ୍ଲା ପ୍ରଶାସନ ପକ୍ଷରୁ ଏମ.ସି.ଏଲ ଅଡିଟୋରିୟମ ପରିସରରେ ଜିଲ୍ଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ଅତ୍ୟନ୍ତ ମହାସମାରୋହରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଝାରସୁଗୁଡ଼ା ମାନ୍ୟବର ବିଧାୟକ…