ଜିଲ୍ଳା ପ୍ରଶାସନର ଗାଲୁଆ ଗ୍ରାମ ପଂଚାୟତ ରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି l
ବାଣପୁର:(ସେକ୍ କୌସର ):ଆଜି ଜିଲ୍ଲାପ୍ରଶାସନ ଏବଂ ପୋଲିସ ପ୍ରଶାସନ ମିଳିତ ଆନୁକୁଲ୍ୟରେ ବାଣପୁର ବ୍ଲକ୍ ଅନ୍ତର୍ଗତ ଗାଲୁଆ ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ପୂର୍ବାହ୍ନରେ ପଲ୍ଲୀରେ ଜିଲ୍ଲା ପ୍ରଶାସନ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି l ଉକ୍ତ ଜନ ଶୁଣାଣି ଶିବିର, ମୁଖ୍ୟ ଉନ୍ନୟନ…