ସୁବାଷଙ୍କୁ ପୁରସ୍କାର : ହେଲେ ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ
ବରଗଡ/ ଭୁବନେଶ୍ୱର:- ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବରିଷ୍ଠ ବିଜେଡି ନେତା ଶ୍ରୀ ସୁବାଷ ଚୌହାନଙ୍କୁ ପଶ୍ଚିମ ଓଡିଶା ବିକାଶ ପରିଷଦର ନୂତନ ଅଧ୍ୟକ୍ଷ ଭାବରେ ନିଯୁକ୍ତି ଦେଇଛନ୍ତି । ବ୍ରଜରାଜନଗର ବିଧାୟକ ଶ୍ରୀ କିଶୋର ଚନ୍ଦ୍ର ମହାନ୍ତି ବିଧାୟକ ଭାବରେ ନିର୍ବାଚିତ ହେବା ପରଠାରୁ…