ନବରଙ୍ଗପୁର ଠାରେ ଜିଲ୍ଲା ସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ୨୦୨୬ ସମାରୋହ
ନବରଙ୍ଗପୁର ତା ୨୪.୪.୨୦୨୬: ଅଶୋକ ସାହୁ,ସହର ସ୍ଥିତ ଶୁଭ ଅଭିନନ୍ଦନ କଲ୍ୟାଣମଣ୍ଡପ ଠାରେ ଜିଲ୍ଲା ସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ୨୦୨୬ ପାଳନ ହୋଇଯାଇଛି।ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମାନ୍ୟବର ବିଦ୍ୟାଳୟ ଓ ଗଣଶିକ୍ଷା…