ଝାରସୁଗୁଡ଼ା ମୁଖ୍ୟ ଚିକିତ୍ସାଳୟର ସେକ୍ସନ ଅଫିସର ଭିଜିଲାନ୍ସ ଜାଲରେ
ଝାରସୁଗୁଡ଼ା: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଆଜି ଏକ ବଡ଼ ଧରଣର ଭିଜିଲାନ୍ସ ଚଢ଼ାଉ କରାଯାଇଛି।ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ସେକ୍ସନ ଅଫିସର ଅନିତ କୁମାର ଗୁରୁଙ୍କୁ ୨,୫୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ…