ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ଓଡଗାଁରେ ଓଡିଶା ବନ୍ଦର ଆଂଶିକ ପ୍ରଭାବ
ଓଡ଼ଗାଁ(ଶ୍ରୀକାନ୍ତ ମିଶ୍ର) : ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ପ୍ରାଇସ୍, ପ୍ରେଷ୍ଟିଜ୍ ଓ ପେନ୍ସନ୍ ଦାବୀରେ ଆଜି ଓଡିଶା ବନ୍ଦ ଡାକରା ଦିଆଯାଇଥିଲା । ଓଡଗାଁରେ ମଧ୍ୟ ଏହାର ଆଂଶିକ ପ୍ରଭାବ ଦେଖିବାକୁ ମିଳିଥିଲା । ସ୍ଥାନୀୟ ଲକ୍ଷ୍ମୀବଜାର ଛକ ଠାରେ ସଂଗଠନ ପକ୍ଷରୁ ଓଡଗାଁ ସଭାପତି ଭାଗବତ…