ସାମ୍ବାଦିକଙ୍କ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର
ଝାରସୁଗୁଡ଼ା(ବିକ୍ରମ କେଶରୀ ମହାପାତ୍ର) :ସାମ୍ବାଦିକଙ୍କ ସମସ୍ୟାର ସମାଧାନ ଓ ଦାବି ପୂରଣ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୫ ଦଫା ଦାବିପତ୍ର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି। ସାମ୍ବାଦିକଙ୍କ କଲ୍ୟାଣ ପାଇଁ ରାଜ୍ୟସ୍ତରରେ ସ୍ୱତନ୍ତ୍ର କଲ୍ୟାଣ ପାଣ୍ଠି ଗଠନ ପୂର୍ବକ ଦୁଃସ୍ଥ ସାମ୍ବାଦିକ…