ନବରଙ୍ଗପୁର ଠାରେ “ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା”: ୨୮ଜଣ ଦମ୍ପତିଙ୍କ ସାମୁହିକ ବିବାହ ସମ୍ପନ୍ନ
ନବରଙ୍ଗପୁର ୨୧ /୪/ ୨୦୨୬:, ଅଶୋକ ସାହୁ,ଜିଲ୍ଲା ପ୍ରଶାସନ ଏବଂ ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଆଜି ନବରଙ୍ଗପୁର ସହର ସ୍ଥିତ ଡଲଫିନ ରିଶୋର୍ଟ ଠାରେ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ଅନ୍ତର୍ଗତ ସାମୂହିକ ବିବାହ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ୨୮ ଜଣ ବର ବଧୂଙ୍କ ଶୁଭ ବିବାହ…