ବେଲଗୁଣ୍ଠା ବ୍ଳକ୍ ଗାଙ୍ଗପୁର ସ୍ଥିତ ବିବେକାନନ୍ଦ ଶିଶୁ ଶିକ୍ଷା ପ୍ରତିଷ୍ଠାନର ୨୮ ତମ କ୍ରୀଡ଼ା ଉତ୍ସବ ଉଦଯାପିତ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ଗାଙ୍ଗପୁର ସ୍ଥିତ ବିବେକାନନ୍ଦ ଶିଶୁ ଶିକ୍ଷା ପ୍ରତିଷ୍ଠାନର ତିନିଦିନ ଧରି ଚାଲିଥିବା ୨୮ ତମ କ୍ରୀଡ଼ା ଉତ୍ସବ ଉଦଯାପିତ ହୋଇଯାଇଛି I ପ୍ରଧାନ ଆଚାର୍ଯ୍ୟା ସସ୍ମିତା ମାଝୀଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ସୋରଡ଼ା ବିଧାୟକ…