ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ରେ ସାମୂହିକ ବିବାହ ଉତ୍ସବ ସମ୍ପନ୍ନ
୧୭ ଯୋଡ଼ି ଦମ୍ପତିଙ୍କ ସାମୁହିକ ବିବାହ ସମ୍ପନ୍ନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପ୍ରଶାସନ ଆଜି ( ମଙ୍ଗଳ ବାର ) ପାରଳାଖେମୁଣ୍ଡି ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ 'ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ଅନ୍ତର୍ଗତ ସାମୂହିକ ବିବାହ ଉତ୍ସବ ଅନୁଷ୍ଠିତ…