ନୂଆ ଭାରତ ଓ ନୂଆ ଓଡିଶାର ମୂଳଦୁଆ ପକେଇବାର ବଜେଟ୍ – ଧର୍ମେନ୍ଦ୍ର ପ୍ରଧାନ
୨୦୧୯-୨୦ ପାଇଁ କେନ୍ଦ୍ର ବଜେଟକୁ କେନ୍ଦ୍ରମନ୍ତ୍ରୀଙ୍କ ପ୍ରଶଂସା
ଏହି ବଜେଟରୁ ଓଡିଶା ଭଳି ରାଜ୍ୟ ବିଶେଷ ଭାବରେ ଲାଭ ପାଇବ ଭାରତବର୍ଷର ଚାଷୀ, ଯୁବକ, ମହିଳା, ଗରିବ ଲୋକଙ୍କ ପାଇଁ ଉତ୍ସର୍ଗୀକୃତ ବଜେଟ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ପୁନର୍ବାର ଯେଉଁ ଜନାଦେଶ…