ପାରଳାଖେମୁଣ୍ଡି ଠାରେ ଶ୍ରୀଗୁଣ୍ଡିଚା ରଥଯାତ୍ରା : ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ
ପାରଳାଖେମୁଣ୍ଡି/ ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ଠାରେ ଚତୁର୍ଦ୍ଧାମୁର୍ତ୍ତୀଙ୍କ ଶ୍ରୀଗୁଣ୍ଡିତା ଅଭିମୁଖେ ରଥଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଓଡଶା ଆନ୍ଧ୍ର ସୀମାନ୍ତ ପାରଳାଖେମୁଣ୍ଡି ଠାରେ ଏହି ରଥାଯାତ୍ରା ହେଉଥିବା ଯୋଗୁଁ ପ୍ରତିବର୍ଷ ଭଳି ଚଳିତ ଥର ମଧ୍ୟ ହଜାର…