ସୋଆ ସୁରକ୍ଷିତ, ସମ୍ମାନଜନକ ଏବଂ ଆବେଗପୂର୍ଣ୍ଣ କ୍ୟାମ୍ପସ ବାତାବରଣକୁ ଗୁରୁତ୍ୱ ଦିଏ: ସୋଆ ଉପସଭାପତି

ଭୁବନେଶ୍ୱର, ୧୯/୧୨: ଛାତ୍ରଛାତ୍ରୀମାନେ ଶୈକ୍ଷିକ ଦାୟିତ୍ୱ ଓ ଶୃଙ୍ଖଳା ପ୍ରତି ଅଧିକ ଧ୍ୟାନ ଦେବା ଆବଶ୍ୟକ ଯାହାଦ୍ୱାରା କି ବିଶ୍ୱବିଦ୍ୟାଳୟର ସମ୍ମାନ ଊର୍ଦ୍ଧ୍ୱକୁ ଯିବ ବୋଲି କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ(ସୋଆ)ର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ । ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ…

ଓଡ଼ଗାଁ ରଘୁନାଥ ବିଦ୍ୟାପୀଠ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ

ଓଡ଼ଗାଁ,୧୯।୧୨(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ରଘୁନାଥ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଶୁକ୍ରବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷକ ଚନ୍ଦ୍ରଶେଖର ନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ…

ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୪୦ ତମ ବାର୍ଷିକ ଉତ୍ସବ ପାଳିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ୪୦ ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ଉକ୍ତ ଉତ୍ସବ ରେ ଅଧ୍ୟକ୍ଷ ତଥା ସଭାପତି , ନାଟ୍ୟ ଓ ସାଂସ୍କୃତିକ ପରିଷଦ ଡ. ମହେନ୍ଦ୍ର ରଇତ ଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି…

ବାଳିକା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ।

ପଦ୍ମପୁର:- ପି ଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।ରାଜବୋଡାସମ୍ବର୍ ବ୍ଲକ୍ ଶିକ୍ଷଧିକାରୀ ଲୋକନାଥ ଭୋଇ କ୍ରୀଡା ପତାକା ଉତ୍ତୋଳନ କରି କାର୍ଯ୍ୟକ୍ରମ ଉଦଘାଟନ କରିଥିଲେ ।ବିଦ୍ୟାଳୟର କ୍ରୀଡା ଶିକ୍ଷକ ଶ୍ରୀମତୀ ନିଳୀମା ରାଣୀ…

ୱିନର ବ୍ରାଇଟ ଫ୍ୟୁଚର୍ ସ୍କୁଲ୍ ରେ ବନ ବିଭାଗ ତରଫରୁ ଚାରା ବଣ୍ଟନ।

ପଦ୍ମପୁର:- ବିଶ୍ଵରେ ବଢ଼ି ଚାଲିଥିବା ପ୍ରଦୂଷଣ ଏବଂ ବିଶ୍ବ ତାପାୟନକୁ କମ୍ କରିବା ପାଇଁ ସରକାର ଏବଂ ବିଭିନ୍ନ ପରିବେଶ ରକ୍ଷକ ସଂସ୍ଥା ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି । ପ୍ରଦୂଷଣ ଏବଂ ବିଶ୍ବ ତାପାୟନକୁ ନିୟନ୍ତ୍ରିତ କରିବା ପାଇଁ ବୃକ୍ଷରୋପଣ ଏକମାତ୍ର ମାଧ୍ୟମ । ଏହି ପରିପ୍ରେକ୍ଷୀରେ…

ସୁଶାସନ ସପ୍ତାହ କର୍ମଶାଳା ଶୁଭାରମ୍ଭ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ସ୍ତରୀୟ 'ସୁଶାସନ ସପ୍ତାହ ପ୍ରଶାସନ ଗାଁ କି ଓର' କର୍ମଶାଳା କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ ଓସ୍ଵାନ ହଲ କକ୍ଷଠାରେ ଶୁଭାରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀଙ୍କ ଅଧ୍ୟକ୍ଷତାରେ…

ରାଜ୍ୟ ସାମ୍ବାଦିକ ସଂଘ ର ବାର୍ଷିକ ଉତ୍ସବ ଓ ପ୍ରାନ୍ତୀୟ ସାମ୍ବାଦିକ ସମାବେଶ ଅନୁଷ୍ଠିତ ।

କେନ୍ଦ୍ରାପଡା:(ପ୍ରଫୁଲ୍ଲ କୁମାର ମଲ୍ଲ): କେନ୍ଦ୍ରାପଡ଼ା ଜିଲ୍ଲା ଚାନ୍ଦୋଳ ସ୍ଥିତ ଆଦିଶ୍ରୀ ମଣ୍ଡପରେ ରାଜ୍ୟ ସାମ୍ବାଦିକ ସଂଘ କେନ୍ଦ୍ରାପଡ଼ା ଜିଲ୍ଲା ଶାଖା ପକ୍ଷରୁ ବାର୍ଷିକ ଉତ୍ସବ ସହ ପ୍ରାନ୍ତୀୟ ସାମ୍ବାଦିକ ସମାବେଶ– ୨୦୨୫ ଉତ୍ସାହ ଓ ଉତ୍କଣ୍ଠାର ସହିତ ଅନୁଷ୍ଠିତ ହୋଇଯାଇଛି। ଏହି…

ମହାତ୍ମାଗାନ୍ଧୀ ଇଣ୍ଟର ନେସନାଲ ପବ୍ଲିକ ସ୍କୁଲରେ 11ତମ ବାର୍ଷିକ କ୍ରୀଡା ମହାସମାରୋହରେ ଉଦ୍‌ଯାପିତ।

(ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି): ରାୟଗଡା ଜିଲ୍ଲା ଗୁଣପୁର ରାମେଶ୍ୱର ନଗର ସ୍ଥିତ ସ୍ଥାନୀୟ ମହାତ୍ମାଗାନ୍ଧୀ ଇଣ୍ଟର ନେସନାଲ ପବ୍ଲିକ ସ୍କୁଲରେ ଆୟୋଜିତ ବାର୍ଷିକ କ୍ରୀଡା ଉତ୍ସବ ମହାସମାରୋହରେ ଉଦ୍‌ଯାପିତ ହୋଇଯାଇଛି ।ଏହି ଅବସର ରେ ମୁଖ୍ୟ ଅତିଥି ଭାବେ ଶ୍ରୀଯୁକ୍ତ ଗଙ୍ଗାଧର ବେହେରା,…

ବିଜେପୁରରେ ସାଙ୍ଗଠନିକ ବୈଠକ : ସଂଗଠନ ସୁଦୃଢ଼ କରିବାକୁ ନେତୃତ୍ୱର ଆହ୍ୱାନ

  ବିଜେପୁର : ନଗର ମଣ୍ଡଳ ସଭାପତି ଶ୍ରୀ ମହେଶ ଦେବତାଙ୍କ ସଭାପତିତ୍ୱରେ ବିଜେପୁର ଠାରେ ଏକ ଗୁରୁତ୍ୱପୂର୍ଣ୍ଣ ସାଙ୍ଗଠନିକ ବୈଠକ ମଧ୍ୟ ପଡା କଲ୍ୟାଣ ମଣ୍ଡପ ଠାରେ ସଫଳତାର ସହିତ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ଶ୍ରୀଯୁକ୍ତ ସନତ କୁମାର ଗଡ଼ତିଆ ଯୋଗ…

ବିଜେପୁରରେ ବନ୍ଦେ ମାତରଂ, ଆତ୍ମନିର୍ଭର ଭାରତ ଓ ସ୍ବଦେଶୀ ସଂକଳ୍ପ ଅଭିଯାନ ବୈଠକ

ବିଜେପୁର : ମାନ୍ୟବର ବିଜେପୁର ବିଧାୟକ ଶ୍ରୀମାନ ସନତ କୁମାର ଗଡ଼ତୀୟାଙ୍କ ନେତୃତ୍ୱରେ ବିଜେପୁର ଠାରେ “ବନ୍ଦେ ମାତରଂ”, “ଆତ୍ମନିର୍ଭର ଭାରତ” ଓ “ସ୍ବଦେଶୀ ସଂକଳ୍ପ ଅଭିଯାନ” ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସଫଳତାର ସହିତ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକ ବିଜେପୁର ମଧ୍ୟପଡ଼ାସ୍ଥିତ…