ଅଟଳ ବାୟୋ ଅଭ୍ୟୁଦୟ ଯୋଜନା ଅନ୍ତର୍ଗତ “ ମାତା ପିତା ତଥା ବରିଷ୍ଠ ନାଗରିକଙ୍କ ଭରଣ ପୋଷଣ ଓ କଲ୍ୟାଣ ଆଇନ, ୨୦୦୭” ବିଷୟରେ…
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ( ବୁଧବାର) ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ସ୍ଥାନୀୟ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ , ପାରଳାଖେମୁଣ୍ଡି ଠାରେ ଅଟଳ ବାୟୋ ଅଭ୍ୟୁଦୟ ଯୋଜନା ଅନ୍ତର୍ଗତ “ ମାତା ପିତା ତଥା ବରିଷ୍ଠ…