କବି ବିଚିତ୍ରାନନ୍ଦ ବେବର୍ତ୍ତାଙ୍କର କବିତା ପସରା ‘ସ୍ୱର ଓ ସ୍ୱାକ୍ଷର’ ଲୋକାର୍ପଣ ମହୋତ୍ସବ
ପାରଳାଖେମୁଣ୍ଡିରୁ ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଗଜପତି ଠାରେ ଅନୁଷ୍ଠିତ ହୋଇଯାଇଛି ସ୍ୱର ଓ ସ୍ୱାକ୍ଷରର ଲୋକାର୍ପଣ ମହୋତ୍ସବ । ଡ.ଅଜୟ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଗୁରୁ ଗୌରବ ଗୌରଚନ୍ଦ୍ର…