୨୦୧୯ ବିଜେପି କେନ୍ଦ୍ର ଓ ରାଜ୍ୟରେ ସରକାର ଗଢିବ – ଡ. ଗମାଙ୍ଗୋ
ଭଦ୍ରକ ଜିଲ୍ଲା ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
ଭଦ୍ରକ(ସତ୍ୟଭୂଷଣ ସ୍ୱାମୀ) : ଭଦ୍ରକ ଜିଲ୍ଲା ବିଜେପିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଭାଗବତ କଲ୍ୟାଣ ମଣ୍ଡପ ଠାରେ ଜିଲ୍ଲା ସଭାପତି ବଦ୍ରିନାରାୟଣ ଧଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇ ଯାଇଛି । ଏହି ବୈଠକକୁ ରାଜ୍ୟ ଉପସଭାପତି…