ସର୍ବାଧିକ ତିତଲି ପ୍ରବାହିତ ଗଙ୍ଗାବାଡ ପଞ୍ଚାୟତରେ ପିଠା କାର୍ଯ୍ୟକ୍ରମ
ବାର୍ଦ୍ଧକ୍ୟ ଓ ବିକଳାଙ୍ଗ ଭତ୍ତା ସମେତ ୫୮୧ଜଣଙ୍କୁ ଗୃହ ନିର୍ମାଣ କାର୍ଯ୍ୟାଦେଶ
ପାରଳାଖେମୁଣ୍ଡି/ ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର ସର୍ବାଧିକ ତିତଲି ପ୍ରଭାବିତ ଗଙ୍ଗାବାଡ ପଞ୍ଚାୟତର ଗଙ୍ଗାବାଡ ସ୍ଥିତ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସରକାରୀ ଯୋଜନା ଗୁଡିକ ଉପରେ ଲୋକଙ୍କୁ…