ଜୀବନ ବିନ୍ଦୁ ଅଭିଯାନରେ ୬୫୨ ୟୁନିଟ୍ ରକ୍ତ ସଂଗ୍ରହ: ଛାତ୍ର ବିଜେଡିକୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ବିଜୁ ଛାତ୍ର ଜନତା ଦଳ ମହାସଚିବ ହରିଶଙ୍କର ରାଉତଙ୍କ ନେତୃତ୍ୱରେ ନେତୃତ୍ୱରେ ଅନୁଷ୍ଠିତ ଜୀବନ ବିନ୍ଦୁ ଅଭିଯାନ ସ୍ୱେଚ୍ଛାକୃତ ରକ୍ତଦାନ ଶିବିରର ଗୋଟିଏ ଦିନରେ ୬୫୨ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବାରୁ ବିଜୁ ଜନତା ଦଳ ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…