ପଦ୍ମପୁର କପ ଫୁଟବଲ ଟୁର୍ଣ୍ଣାମେଣ୍ଟ : ପଦ୍ମପୁର ଦଳ ଚମ୍ପିୟାନ।
ପଦ୍ମପୁର/ଶିବାଶିଷ ପଟ୍ଟନାୟକ (୧୬/୦୨):- ସ୍ଥାନୀୟ ରାଜବୋଡାସମ୍ବର ଉଚ୍ଚ ବିଦ୍ୟାଳୟ ପଡ଼ିଆ ଠାରେ ପଦ୍ମପୁର ସ୍ପୋର୍ଟସ ଆସୋସିଏସନ ତରଫରୁ ଚାରି ଦିବସୀୟ ପଦ୍ମପୁର କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ସମାପନ ହୋଇଯାଇଛି l ରବିବାର ଦିନ ପଦ୍ମପୁର ଓ କୁଚିଣ୍ଡା ମଧ୍ୟରେ ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା…