ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ଚତୁର୍ମୁଖୀ ପ୍ରତିଦ୍ୱନ୍ଦିତା
ଗ୍ରାମାଞ୍ଚଳ ଭୋଟ ହାତେଇବା ପାଇଁ ପ୍ରାର୍ଥୀ ଗାଁ ମୁହାଁ
ପାରଳାଖେମୁଣ୍ଡି/ ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଆସନ୍ତା ୧୧ ତାରିଖ ଅର୍ଥାତ ଆଉ ମାତ୍ର ଗୋଟିଏ ଦିନ ପରେ ଅନୁଷ୍ଠିତ ହେବ । ସେଥିପାଇଁ ଆଜି…